ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 21, 2018

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା

accident

ତେଲକୋଇ (ଚିନ୍ମୟ କୁମାର ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧୀନ ବିଛାଖଣିରେ ୪୯ ନମ୍ବର ଜାତୀୟ ରାଜପଥରେ ଆଜି ଭୋର୍ ପ୍ରାୟ ୪ଟା ବେଳେ ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁଇ ଡ୍ରାଇଭର ଟ୍ରକ୍ ଭିତରେ ଚାପି ହୋଇ ରହିଥିଲେ।

ତେଲକୋଇ ଦମକଳ ବାହିନୀ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ପରିଶ୍ରମ କରିବା ପରେ ଦୁଇ ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ। ଟ୍ରକ୍ ଦୁଇଟିକୁ ଅଲଗା କରିବା ପରେ ଯାଇ ଡ୍ରାଇଭରମାନଙ୍କୁ ଉଦ୍ଧାର କରିବା ସମ୍ଭବ ହୋଇଥିଲା।

ଦୁଇ ଡ୍ରାଇଭରଙ୍କୁ ପାଲଲଲହଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘନ କୁହୁଡ଼ି ଯୋଗୁ ଏ ଦୁର୍ଘଟଣା ଘଟିଥିବା କୁହାଯାଉଛି।



from Odisha Reporter http://bit.ly/2LxnqKl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages