ଘରୁ ଟାଣି ଆଣି ମାରିଦେଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 11, 2018

ଘରୁ ଟାଣି ଆଣି ମାରିଦେଲା

elephant

ବଣାଇ(ରଣଜିତ୍ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ତାମଡ଼ା ରେଞ୍ଜର ସୋଲଡେଗା ଗାଁରେ ହାତୀ ଆତଙ୍କ।

ଗତକାଲି ବିଳମ୍ୱିତ ରାତିରେ ଏକ ଦନ୍ତା ହାତୀ ଘର ଭାଙ୍ଗିବା ସହ ଧାନ ଖାଇଥିଲା। ଏହାପରେ ଘରେ ଶୋଇଥିବା ଜଣେ ବ୍ୟକ୍ତିଙ୍କୁ ଟାଣି ଆଣି ମାରି ଦେଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଲୁସା ଓରାମ।

ଏନେଇ ପୁଲିସ୍‌ ଓ ବନ ବିଭାଗ ତଦନ୍ତ ଆରମ୍ଭ କରିଛନ୍ତି।

ଅନ୍ୟପକ୍ଷରେ କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ସୁକାସନ ରିଜର୍ଭ ଜଙ୍ଗଲ ଅନ୍ତର୍ଗତ ସବରତଇଲା ନିକଟରେ ଏହି ହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ୭ ବର୍ଷ। ହାତୀଟିର ମୁହଁରୁ ପ୍ରବଳ ରକ୍ତସ୍ରାବ ହୋଇଛି। ତେବେ ହାତୀର ମୃତ୍ୟୁର କାରଣ ଜଣାପଡ଼ି ନାହିଁ। ଏନେଇ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2B7MKBS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages