୧୫ ଡିସେମ୍ବର, ଶନିବାର: ପେଟରେ ଯନ୍ତ୍ରଣା ଅନୁଭବ କରିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 14, 2018

୧୫ ଡିସେମ୍ବର, ଶନିବାର: ପେଟରେ ଯନ୍ତ୍ରଣା ଅନୁଭବ କରିବେ

ମେଷ: ମନ ପ୍ରଫୁଲ୍ଲିତ ରହିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ବୃଷ: କଥା ଉପରେ ଧ୍ୟାନ ରଖନ୍ତୁ। ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମିଥୁନ: ସହକର୍ମୀଙ୍କ ସହଯୋଗ ମିଳିବ। ଅପରାହ୍ନ ପରେ ଘରକୁ ଅତିଥି ଆସି ପାରନ୍ତି।

କର୍କଟ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଇଶ୍ୱରଙ୍କୁ ଆରାଧନା କରିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ଚାକିରିକ୍ଷେତ୍ରରେ ପରିବର୍ତ୍ତନର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ଖୁସି ଦିନଟି କାଟିବେ। ଅଳଙ୍କାର କିଣିପାରନ୍ତି।

ତୁଳା: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମାଲିମକଦ୍ଦମାରେ ବିଜୟୀ ହେବେ। ସ୍ୱାଦିଷ୍ଟ ଭୋଜନ ଖାଇବେ।

ବିଚ୍ଛା: ମନୋରଞ୍ଜନ ସ୍ଥାନକୁ ବୁଲି ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ଧନୁ: ଜମି କିଣିବାର ଯୋଜନା ଥିଲେ ଆଜି କିଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।ମନ ପ୍ରସନ୍ନ ରହିବ।

ମକର: ସ୍ୱାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କାଟିବେ। ଆଥିକସ୍ଥିତି ସ୍ୱଚ୍ଛଳ ରହିବ।

କୁମ୍ଭ: ମାନସିକ ଅଶାନ୍ତିରୁ ମୁକ୍ତି ମିଳିବ। ନୂଆ ସୁଯୋଗ ମିଳିପାରେ। ବନ୍ଧୁଙ୍କ ସହ ସାକ୍ଷତ ହୋଇପାରେ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ଝଗଡ଼ା ହୋଇପାରେ।



from Odisha Reporter https://ift.tt/2QxcF0G

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages