ସଡ଼କ ଦୁର୍ଘଟଣାରେ ପୁଲିସ୍ ଅଫିସର୍‌ଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 4, 2018

ସଡ଼କ ଦୁର୍ଘଟଣାରେ ପୁଲିସ୍ ଅଫିସର୍‌ଙ୍କ ମୃତ୍ୟୁ

manoj

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ସଡ଼କ ଦୁର୍ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କୁଆଁରମୁଣ୍ଡା ଥାନା ଓଆଇସିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମନୋଜ କୁମାର ନାୟକ।

ଗତକାଲି ବିଳମ୍ବିତ ରାତିରେ ଡ୍ୟୁଟି ସାରି ଫେରୁଥିବା ବେଳେ ସେ ଦୁର୍ଘଟଣାର ଶିକାର ହୋଇଥିଲେ। ବିଶ୍ରା ଛକ ନିକଟରେ ତାଙ୍କ କାର୍ ଡିଭାଇଡରରେ ପିଟି ହେବାରୁ ଏ ଦୁର୍ଘଟଣା ଘଟିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ଓଆଇସି ନିଜେ କାର୍ ଚଲାଉଥିଲେ। ତେବେ କେମିତି କାର୍ ଡିଭାଇଡରରେ ପିଟି ହେଲା, ତାହା ଜଣାପଡ଼ି ନାହିଁ।

ଓଆଇସି ମନୋଜ କୁମାର ନାୟକ ଜଣେ ଦକ୍ଷ ଅଫିସର ସହ ଜଣେ ଭଲ ବ୍ୟକ୍ତି ଥିଲେ।



from Odisha Reporter https://ift.tt/2PjkzFl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages