ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁଳିମାଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 21, 2018

ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁଳିମାଡ଼

gun1

ଟିଟିଲାଗଡ଼ (ମାନସ ମହାନ୍ତି): ବ୍ୟାଙ୍କ ମ୍ୟାନେଜରଙ୍କୁ ଗୁଳିମାଡ଼। ବଲାଙ୍ଗିର ଜିଲ୍ଲା ବିଜେପୁର ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଘଟି ଯାଇଛି ଏମିତି ଏକ ଘଟଣା।

ବ୍ୟାଙ୍କ ମ୍ୟାନେଜରଙ୍କ ପେଟରେ ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପ୍ରାଥମିକ ସୂଚନାରୁ ଜଣାପଡ଼ିଛି ଯେ, ମଙ୍କି କ୍ୟାପ୍ ପିନ୍ଧି ବ୍ୟାଙ୍କକୁ ଆସିଥିବା ଦୁଇ ଜଣ ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ସେମାନେ ନୂଆ ଆକାଉଣ୍ଟ ଖୋଲିବେ ବୋଲି ବ୍ୟାଙ୍କ ମ୍ୟାନେଜରଙ୍କୁ କହିଥିଲେ ଓ ତା’ପରେ ହଠାତ୍ ଗୁଳି ଚଳାଇ ଫେରାର ହୋଇଯାଇଥିଲେ।

ଲୁଟ୍‌ ଉଦ୍ଦେଶ୍ୟରେ ଦୁଇ ଦୁର୍ବୃତ୍ତ ବ୍ୟାଙ୍କରେ ପଶିଥିବା କୁହାଯାଉଛି। ତେବେ ବ୍ୟାଙ୍କରୁ କେତେ ଟଙ୍କା ଲୁଟ୍ ହୋଇଛି, ତାହା ଜଣାପଡ଼ି ନାହିଁ।

ଲୁଟ୍ ଉଦ୍ଦେଶ୍ୟ ରଖି ଏହି ଗୁଳିକାଣ୍ଡ ଘଟିଛି ନା ଆଉ କିଛି କାରଣ ରହିଛି, ତାହା ବି ସ୍ପଷ୍ଟ ହୋଇନି।



from Odisha Reporter http://bit.ly/2ECljUi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages