ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ଖାଣ୍ଟି ଓଡ଼ିଆ ମିଠା ‘ପାରିଜାତ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 21, 2018

ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ଖାଣ୍ଟି ଓଡ଼ିଆ ମିଠା ‘ପାରିଜାତ’

ଆବଶ୍ୟକ ସାମଗ୍ରୀ– ଅଟା, କଦଳୀ, ଚିନି, ଗୁଜୁରାତି ଗୁଣ୍ଡ, ଗୁଡ଼, ରିଫାଇନ୍ ତେଲ

ପ୍ରସ୍ତୁତି ପ୍ରଣାଳୀ- ପ୍ରଥମେ ଗୋଟେ ପାତ୍ରରେ କଦଳୀ, ଚିନି, ଗୁଜୁରାତି ଗୁଣ୍ଡ ପକେଇ ଭଲଭାବେ ମିଶେଇ ଦିଅନ୍ତୁ। ତା’ପରେ ସେଥିରେ ଅଟା ଓ ପାଣି ପକାଇ ଭଲଭାବେ ଚକଟି ଦିଅନ୍ତୁ। ତାୱାରେ ତେଲ ଗରମ କରି ଅଟା କଦଳୀ ଚକଟାକୁ ଗୋଲଗୋଲ ପିଠା ଆକାର କରି ସେକନ୍ତୁ। ଏହାପରେ ଗୁଡ଼କୁ ପାଗ କରି ତିଆରି ହୋଇଥିବା ପିଠାକୁ ସେଥିରେ ପକେଇ ଦିଅନ୍ତୁ। ୨ରୁ ୩ ମିନିଟ୍ ଗୁଡ଼ ପାଗରେ ବୁଡାଇ ରଖିବା ପରେ ପ୍ରସ୍ତୁତ ହୋଇଯିବ ପାରିଜାତ। ଖାଆନ୍ତୁ ଆଉ ଖୁଆନ୍ତୁ ଏହି ପାରମ୍ପରିକ ଓଡ଼ିଆ ମିଠା।

 



from Odisha Reporter http://bit.ly/2rSAf9m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages