ଜଳିଗଲା ପାଉଡର ବୋଝେଇ ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 14, 2018

ଜଳିଗଲା ପାଉଡର ବୋଝେଇ ଟ୍ରକ୍‌

truck

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଖିରେଇ ଟାଙ୍ଗିରି ନିକଟରେ ଏକ ପାଉଡର ବୋଝେଇ ଟ୍ରକ୍‌ ଜଳି ଯାଇଛି। ଏଥିରେ କେହି ମୃତାହତ ହୋଇ ନଥିବା ଜଣାପଡ଼ିଛି।

ଟ୍ରକ୍‌ଟି କଲିକତାରୁ ମୁମ୍ବାଇ ଯାଉଥିଲା। ଆଜି ଭୋର ସମୟରେ ଟାଙ୍ଗିରି ନିକଟରେ ଟ୍ରକ୍‌ଟି ଜଳି ଯାଇଥିଲା। ସର୍ଟସର୍କିଟ୍‌ରୁ ଟ୍ରକ୍‌ରେ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଖବର ପାଇ ଦମକଳ ବାହିନୀ ଓ ପୁଲିସ୍‌ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।



from Odisha Reporter https://ift.tt/2RXuKBn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages