ଏମ୍‌କେସିଜି ମେଡିକାଲ ହଷ୍ଟେଲ୍‌ରେ ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 25, 2018

ଏମ୍‌କେସିଜି ମେଡିକାଲ ହଷ୍ଟେଲ୍‌ରେ ନିଆଁ

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ହଷ୍ଟେଲରେ ଅଗ୍ନିକାଣ୍ଡ ଘଟିଛି। ମାତ୍ର ଏଥିରେ କେହି ମୃତାହତ ହୋଇନାହାନ୍ତି। କିନ୍ତୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ କର୍ମଚାରୀମାନେ ମେଡିକାଲ୍‌ରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଏହି ନିଆଁ ସିନିଅର ରେସିଡେଣ୍ଟ ଡକ୍ଟର୍ସ ହଷ୍ଟେଲରେ ଲାଗିଥିଲା। ମାତ୍ର ସେହି ସମୟରେ ହଷ୍ଟେଲରେ କେହି ଅନ୍ତେବାସୀ ନଥିଲେ। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ବିଦ୍ୟୁତ ଶର୍ଟସର୍କିଟ୍‌ ଯୋଗୁ ହୋଇଥିବା ଅନୁମାନ କରାଯାଉଛି।



from Odisha Reporter http://bit.ly/2EL78fI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages