ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶ୍ୱଶୁରଙ୍କ ଜୀବନ ଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 15, 2018

ଜ୍ୱାଇଁର ଟାଙ୍ଗିଆ ଚୋଟରେ ଶ୍ୱଶୁରଙ୍କ ଜୀବନ ଗଲା

tyyyuuii

ବୌଦ୍ଧ(ଓଡ଼ିଶା ରିପୋର୍ଟର): ବୌଦ୍ଧ ଜିଲ୍ଲା ସରସରା ଗାଁର ଟିକିରି ସାହିରେ ଜ୍ୱାଇଁର ଟାଙ୍ଗିଆ ଚୋଟରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ଘୁଣ୍ଡୁ ବାରିକ।

ଜ୍ୱାଇଁ ପଙ୍କଜ ସେଠୀଙ୍କୁ ପୁଲିସ୍‌ ଅଟକ ରଖି ଘଟଣାର ତଦନ୍ତ କରୁଛି।

ସମ୍ଭାବ୍ୟ ବାତ୍ୟା ‘ପେଥାଇ’ ଆସିବା ପୂର୍ବରୁ ବିଲରୁ ଧାନ ଉଠାଇବା ନେଇ ଆଜି ଶ୍ୱଶୁର-ଜ୍ୱାଇଁଙ୍କ ମଧ୍ୟରେ ବଚସା ହୋଇଥିଲା। ବିଲରେ ଏ ବଚସା ହୋଇଥିଲା। ପରେ ବଚସା ଉଗ୍ରରୂପ ନେଇଥିଲା।

ପଙ୍କଜ ରାଗି ଯାଇ ତାଙ୍କ ଶ୍ୱଶୁରଙ୍କୁ ଟାଙ୍ଗିଆରେ ହାଣି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପଙ୍କଜଙ୍କୁ ଗାଁ ଲୋକେ କାବୁ କରି ପୁଲିସ୍‌ ଜିମାରେ ଦେଇଥିଲେ।



from Odisha Reporter https://ift.tt/2QzonYF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages