୧୦ ଡିସେମ୍ବର, ସୋମବାର: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 9, 2018

୧୦ ଡିସେମ୍ବର, ସୋମବାର: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ

Rasi-Fala

ମେଷ: ନକରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଶତ୍ରୁଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

 ମିଥୁନ: ଦିନଟି ଭଲରେ କଟିବ। ମନ ପ୍ରଫୁଲ୍ଲିତ ରହିବ। ଦ୍ୱିପ୍ରହର ପରେ ଚିନ୍ତିତ ରହିପାରନ୍ତି।

 କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଲାଭ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଘରେ ହସଖୁସିର ପରିବେଶ ରହିବ।

 କନ୍ୟା: ଶରୀର ସୁସ୍ଥ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

 ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ।

 ବିଚ୍ଛା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମକର: ମାଲି-ମକଦ୍ଦମାରେ ବିଜୟୀ ହେବେ। ମନ  ବିଚଳିତ ରହିବ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 କୁମ୍ଭ: ଖର୍ଚ୍ଚ ବଢ଼ିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

 ମୀନ:ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ପିତାଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।



from Odisha Reporter https://ift.tt/2RNrmJw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages