କୋଟିପତି ହାଇସ୍କୁଲ ଶିକ୍ଷକ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, December 20, 2018

କୋଟିପତି ହାଇସ୍କୁଲ ଶିକ୍ଷକ!

vigilance

କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜମପଡ଼ା ହାଇସ୍କୁଲ ଶିକ୍ଷକ ରଞ୍ଜନ ନାୟକଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ରଞ୍ଜନଙ୍କ ପୈତୃକ ଘର ସମେତ ୪ଟି ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ ଦେଢ଼ କୋଟି ଟଙ୍କାର ସମ୍ପତ୍ତି ଓ ୫୦୦ ଗ୍ରାମ ସୁନା ଗହଣା ସହ ଅନେକଗୁଡ଼ିଏ ସ୍ଥାବର, ଅସ୍ଥାବର ସମ୍ପତ୍ତିର କାଗଜପତ୍ର ଜବତ ହୋଇଛି।

ରଞ୍ଜନ ଜମପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟରେ ସହକାରୀ ଶିକ୍ଷକ ଅଛନ୍ତି।

ରଞ୍ଜନଙ୍କର ୫ଟି ଟ୍ରକ୍,ଦୁଇଟି ମୋଟର ସାଇକେଲ ଓ ଗୋଟିଏ କାର୍ ଥିବା ଜଣାପଡ଼ିଛି।



from Odisha Reporter http://bit.ly/2AaasOp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages