
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସ୍ଥଳ ଭାଗ ଛୁଇଁଲା ସାମୁଦ୍ରିକ ଝଡ଼ ‘ପେତାଇ’। ଆନ୍ଧ୍ର ପ୍ରଦେଶର ପୂର୍ବ ଗୋଦାବରୀ କାଟ୍ରେନିକୋଣା ନିକଟରେ ସ୍ଥଳଭାଗ ଛୁଇଁଛି ପେତାଇ।
ତେବେ ସମୁଦ୍ରରେ ଏହା ଦୁର୍ବଳ ହୋଇ ବାତ୍ୟା ରୂପରେ ସ୍ଥଳଭାଗ ଛୁଇଁଛି। ଏହା ପ୍ରଭାବରେ ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶାର ଅନେକ ଜାଗାରେ ବର୍ଷା ହେଉଛି।
ଆନ୍ଧ୍ରରେ ଏହାର ମୁକାବିଲା ପାଇଁ ୧୨ଟି NDRF ଟିମ୍ ମହଜୁଦ ରହିଛନ୍ତି। ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ମୁକାବିଲା ପାଇଁ ଆନ୍ଧ୍ରପ୍ରଦେଶ ସରକାର ତତ୍ପର ହୋଇଛନ୍ତି।
୬ଟି ଜିଲ୍ଲାର ୩୫୦ ଗାଁରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ୨୨ଟି ଟ୍ରେନ୍ ବାତିଲ କରାଯାଇଛି।
ଆହୁରି ପଢ଼ନ୍ତୁ: ‘ପେତାଇ’ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ
from Odisha Reporter https://ift.tt/2UPbJmD
No comments:
Post a Comment