୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 17, 2018

୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

tyyu7888

ବାରିପଦା (ମାଣିକଲାଲ ପାଣି): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ୟୁପିଏସ୍‌ସି କୋଚିଂ ସେଣ୍ଟରରୁ ବାଦ ଦେବା ଏବଂ ମୟୂରଭଞ୍ଜ ଜିଲ୍ଲାରେ ଖାଲି ପଡ଼ିଥିବା ୨୨୦ ଡାକ୍ତରୀ ପଦବୀ ପୂରଣ ଦାବିରେ ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି।

ସକାଳୁ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ଆନ୍ଦୋଳନକାରୀମାନେ ୧୮ ଏବଂ ୪୯ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି।

rtioppp

ବାରିପଦା ସହର ସମେତ ବିଭିନ୍ନ ସ୍ଥାନରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ବନ୍ଦ ଯୋଗୁ ସାଧାରଣ ଲୋକେ ହଇରାଣ ହେଉଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନକୁ ଯିବାକୁ ଘରୁ ବାହାରିଥିବା ଲୋକେ ଗାଡ଼ି ଚଳାଚଳ କରୁ ନ ଥିବାରୁ ବାଟରେ ଅଟକି ରହିଛନ୍ତି।



from Odisha Reporter https://ift.tt/2R2Lc6e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages