ଜଳିଗଲା ୪୦ ଏକର ଧାନ ଜମି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 9, 2018

ଜଳିଗଲା ୪୦ ଏକର ଧାନ ଜମି

jaleswar

ଜଳେଶ୍ୱର (ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ୍‌ ଧୂଳିଉଡ଼ା ଗାଁରେ ବିଲ୍‌ରେ ନିଆଁ ଲାଗି ୪୦ ଏକରରୁ ଅଧିକ ଜମିରେ ଧାନ ଫସଲ ଜଳି ପାଉଁଶ ହୋଇଯାଇଛି।

ଅଗ୍ନିକାଣ୍ଡ ପରେ ବସ୍ତା ଅଗ୍ନିଶମ ବିବାଗକୁ ଖବର ଦିଆଯାଇଥିଲା। ହେଲେ ରାସ୍ତା ନଥିବାରୁ ଦମକଳ ଗାଡ଼ି  ଘଟଣାସ୍ଥଳରେ ପହଞ୍ଚିପାରିନଥିଲା।

ପରେ ଖବର ପାଇ ଜଳେଶ୍ୱର ବିଧାୟକ ଅଶ୍ଵିନୀ ପାତ୍ର ଏବଂ ବସ୍ତା ତହସିଲଦାର ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଏହାସହ କ୍ଷୟକ୍ଷତି ଆକଳନ ପରେ  ସରକାରୀ ନିୟମ ଅନୁସାରେ ଲୋକଙ୍କୁ ସହାୟତା ଯୋଗାଇ ଦିଆଯିବ ବୋଲି ଉଭୟ କ୍ଷତିଗ୍ରସ୍ତ ଲୋକଙ୍କୁ ଆଶ୍ୱାସନା ଦେଇଛନ୍ତି।



from Odisha Reporter https://ift.tt/2zOSYHh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages