୧ ଜାନୁଆରୀ, ମଙ୍ଗଳବାର: ନୂଆବର୍ଷରେ କେମିତି କଟିବ ଆଜି ଆପଣଙ୍କ ଦିନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 31, 2018

୧ ଜାନୁଆରୀ, ମଙ୍ଗଳବାର: ନୂଆବର୍ଷରେ କେମିତି କଟିବ ଆଜି ଆପଣଙ୍କ ଦିନ

rasi

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲ। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି।

ବୃଷ: ଅସୁସ୍ଥ ଅନୁଭବ କରିବେ। ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦଠାରୁ ନିଜକୁ ଦୂରେଇ ରହନ୍ତୁ।

ମିଥୁନ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

କର୍କଟ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ସୁସାଦୁ ଭୋଜନ କରିବେ।

ସିଂହ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବାର ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମନ ପ୍ରସନ୍ନ ରହିବ। ସ୍ୱାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହ ଦେଖାହୋଇପାରେ।

ବିଚ୍ଛା: ମନୋରଞ୍ଜନ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ, ଦୁର୍ଘଟଣା ଘଟିପାରେ। କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ଝଗଡ଼ା  ହୋଇପାରେ।

ଧନୁ:  ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଆନନ୍ଦ ଉଲ୍ଲାସରେ ଦିନଟି କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖାହୋଇପାରେ।

ମକର: ବ୍ୟବସାୟରେ ଲାଭ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଯାତ୍ରା କରିପାରନ୍ତି।

କୁମ୍ଭ: ଖେଳାଳିଙ୍କ ପାଇଁ ଦିନଟି ଭଲରେ କଟିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ମୀନ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧାର୍ମିକ ସ୍ଥଳକୁ ବୁଲିବାକୁ ଯାଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

 

 



from Odisha Reporter http://bit.ly/2EVM3zn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages