ଷ୍ଟେସନ୍‌ରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 29, 2018

ଷ୍ଟେସନ୍‌ରୁ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର

train

ପିପିଲି (ଦ୍ୱିତିକୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍‌ କଣାସ ରୋଡ୍‌ ଷ୍ଟେସନରୁ ଜଣେ ଯୁବକଙ୍କ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି l ତାଙ୍କ ନାଁ ଧିରେନ୍ କୁମାର ରାଉତରାୟ। ତାଙ୍କ ଘର ସ୍ଥାନୀୟ ଜଗଦଳପୁରରେ ବୋଲି ଜଣାପଡ଼ିଛି।

ଧିରେନ୍‌ଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ତାଙ୍କ ଗାଁ ଲୋକେ ଅଭିଯୋଗ କରିଛନ୍ତି।

ତାଙ୍କ ମୃତଦେହ ଠାବ କରାଯିବା ପରେ ଉତ୍ତ୍ୟକ୍ତ ଲୋକେ ପୁରୀ-କଟକ ପାସେଞ୍ଜର ଟ୍ରେନକୁ ଅଟକାଇଥିଲେ। ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଦେଢ଼ ଘଣ୍ଟା ପରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲା।



from Odisha Reporter http://bit.ly/2Rl2ZpE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages