
ପୁରୀ(ଓଡ଼ିଶା ରିପୋର୍ଟର): ବର୍ତ୍ତମାନ ସୁଦ୍ଧା ଶ୍ରୀମନ୍ଦିର ବଡ଼ଦେଉଳର ଦ୍ୱାର ଖୋଲିନାହିଁ। ତେଣୁ ଶ୍ରୀଜିଉଙ୍କ ମଙ୍ଗଳ ଆଳତି କିମ୍ବା କୌଣସି ନୀତିକାନ୍ତି ମଧ୍ୟ ଆରମ୍ଭ ହୋଇନାହିଁ। ଏଥିଯୋଗୁଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁ ନିରାଶ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲୁଥିବାରୁ ଏବେ ଶୀକ୍ଷେତ୍ରରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମୁଛି। କାଲି ପୁଲିସ୍-ସେବାୟତଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା।

ପୁଲିସ୍ ମାଡ଼ରେ ସେବାୟତ ଆହତ ହେବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ନେଇ ବିବାଦ ଦେଖାଦେଇଛି।
from Odisha Reporter http://bit.ly/2LAv6eY
No comments:
Post a Comment