କୋଣାର୍କର ଚାରୁକଳା ଦେଖିଲେ ଶିବରାଜ ସିଂହ ଚୌହାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 28, 2018

କୋଣାର୍କର ଚାରୁକଳା ଦେଖିଲେ ଶିବରାଜ ସିଂହ ଚୌହାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ଗସ୍ତରେ ଥିବା ମଧ୍ୟପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଆଜି ପରିବାର ସହ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି। ଏହି ଅବସରରେ ସ୍ଥାନୀୟ ଗାଇଡ଼୍‌ ତାଙ୍କୁ ମନ୍ଦିରର ମାହାତ୍ମ୍ୟ ଓ କାରୁକାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ମନ୍ଦିର ପରିଦର୍ଶନ ବେଳେ ଶିବରାଜଙ୍କୁ ଦେଖିବାକୁ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଲୋକେ ଶିବରାଜଙ୍କ ସହ ସେଲ୍‌ଫି ନେବା ପାଇଁ ଅପେକ୍ଷା କରି ରହିଥିବା ଦେଖିବାକୁ ମିଳିଥିଲା। ଶିବରାଜଙ୍କ ଗସ୍ତକୁ ଦୃଷ୍ଟିରେ ରଖି କୋଣାର୍କରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।



from Odisha Reporter http://bit.ly/2SqCWuc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages