୬ ଡିସେମ୍ବର,ଗୁରୁବାର: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 5, 2018

୬ ଡିସେମ୍ବର,ଗୁରୁବାର: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି

ମେଷ: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଫଳ ଦାନ କରନ୍ତୁ।

ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ଧାର୍ମିକସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟ ଠାରୁ ବ୍ୟୟ ଅଧିକ ହେବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ସିଂହ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବା ପାଇଁ ଇଚ୍ଛା ହେବ ନାହିଁ। ଜୀବନସାଥୀଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ଆଜି କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଭାଇଭଉଣୀଙ୍କ ସହ ଖୁସିରେ ଦିନଟି କାଟିବେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ତୁଳା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

ବିଚ୍ଛା: ମାନ-ସମ୍ମାନ ମିଳିବ। ନୂଆ ଗାଡ଼ି କିଣିବାର ଯୋଗ ରହିଛି। ଅଟକି ରହିଥିବା କାମ ଆଜି ପୂରା ହେବ।

ଧନୁ: ବାଦ଼-ବିବାଦରୁ ଦୂରେଇ ରୁହନ୍ତୁ। ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ମକର: ଦିନଟି ଭଲରେ କଟିବ। ପ୍ରିୟ ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ଅଫିସ୍‌ରେ ପ୍ରଶଂସିତ ହେବେ। ବ୍ୟବସାୟରେ ଅଧିକ ଲାଭ ହେବ। ମାନ-ସମ୍ମାନ ମିଳବ। ନୂତନ ବସ୍ତ୍ର କିଣିପାରନ୍ତି।

ମୀନ: ନୂଆ ଦାୟିତ୍ୱ ମିଳିପାରେ। ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।



from Odisha Reporter https://ift.tt/2QExK8C

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages