ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 16, 2018

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଅଜଣା ଗାଡ଼ି

bike

ବାଲେଶ୍ୱର(ରଶ୍ମୀ ରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ବାରୁଣୀ ପୋଲ ଉପରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହତମାନଙ୍କ ପରିଚୟ ମିଳିପାରିନାହିଁ। ପୁଲିସ୍‌ ବାଇକ୍‌ ଜବତ କରିଛି ଓ ଘଟଣାର ତଦନ୍ତ କରୁଛି।

ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।



from Odisha Reporter https://ift.tt/2LmdTGe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages