ଢାବା ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 17, 2018

ଢାବା ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଗିରଫ

tyyyuu

ଅନୁଗୋଳ (ଓଡ଼ିଶା ରିପୋର୍ଟର): ତାଳଚେର ଷଣ୍ଢଗାଁ ନିକଟରେ ଥିବା ଏକ ଢ଼ାବା ମାଲିକଙ୍କୁ ଆକ୍ରମଣ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ତାଳଚେର ପୁଲିସ୍‌। ସେମାନେ ବ୍ୟବହାର କରିଥିବା ଏକ ବୋଲେରୋକୁ ଜବତ କରାଯାଇଛି।

ଗିରଫ ଅଭିଯୁକ୍ତମାନେ ହେଲେ ଜ୍ୟୋତିରଞ୍ଜନ ପଟ୍ଟନାୟକ, ଚିତ୍ତରଞ୍ଜନ ନାୟକ ଓ ଶେଷନ ନାଏକ। ଘଟଣାରେ ସଂପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତ ଏବେ ବି ଫେରାର ଅଛି।

ଅଭିଯୋଗ ଅନୁସାରେ, ଢାବା ମାଲିକ ମାସିକ ୧୦ ହଜାର ଟଙ୍କା ଦାଦାବଟି ଦେବାକୁ ରାଜି ନ ହେବାରୁ ୪ ଜଣ ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ କରିଥିଲେ।



from Odisha Reporter https://ift.tt/2EAgPyb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages