ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 9, 2018

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

rttt8999

ମୋହନା (ମିହିରି ଯତି): ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ଘଟିଛି। ଏଭଳି ଏକ ଦୁଃଖଦପୂର୍ଣ୍ଣ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ କ୍ରିଡ଼ାସିଂ ଗାଁରେ। ମୃତକ ହେଲେ କ୍ଷୀର ରଣଷଣ୍ଢ।

ପୁଲିସ୍‌ ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ କରୁଛି। ମୃତ ମହିଳାଙ୍କ ସ୍ୱାମୀ କୋରା ରଣଷଣ୍ଢଙ୍କୁ ପୁଲିସ୍ ଅଟକ ରଖି ପଚରାଉଚରା କରୁଛି।

ପାରିବାରିକ ଝଗଡ଼ାକୁ ନେଇ ସେ ତାଙ୍କ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।



from Odisha Reporter https://ift.tt/2B3bxHh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages