କାଳୀ ମନ୍ଦିରରୁ ଲୁଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 24, 2018

କାଳୀ ମନ୍ଦିରରୁ ଲୁଟ୍‌

ali

ଆଳି(ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭରା କାଳୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଲୁଟେରାମାନେ ମନ୍ଦିରର ଗ୍ରୀଲ ତାଡ଼ି ଏହି ଲୁଟ୍‌ କରିଛନ୍ତି।

ଆଜି ସକାଳେ ପୂଜକ ମନ୍ଦିରକୁ ଆସିବା ପରେ ଘଟଣା ଜଣାପଡ଼ିଥିଲା। ଏନେଇ ରାଜକନିକା ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍ ମନ୍ଦିରକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2EKMoor

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages