ପୋଡ଼ିଗଲା ଧାନଗଦା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 25, 2018

ପୋଡ଼ିଗଲା ଧାନଗଦା

nabarangapur

ନବରଙ୍ଗପୁର(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଡାବୁଗାଁର ଜଣ୍ଡରୀଗୁଡ଼ା ଗାଁରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ ହୋଇଯାଇଛି। ଅଗ୍ନିଶମ କର୍ମଚାରୀ ପହଞ୍ଚି ସତ ଚେଷ୍ଟା ସତ୍ତ୍ୱେ ନିଆଁକୁ ଆୟତ୍ତ କରିବାରେ ବିଫଳ ହୋଇଥିଲେ।

ଗାଁର ଦୁଇ ଭାଇ ମଧୁ ଭତରା ଓ ମଙ୍ଗୁ ଭତରାଙ୍କ ଧାନ ଗଦାରେ ନିଆଁ ଲାଗିଯାଇଥିଲା। ଉଭୟଙ୍କର ୪୦ କ୍ୱିଣ୍ଟାଲ ଲେଖାଏ ଧାନ ପୋଡ଼ି ପାଉଁଶ ହୋଇଯାଇଛି।



from Odisha Reporter http://bit.ly/2T7XjfJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages