୮ ଡିସେମ୍ବର,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 7, 2018

୮ ଡିସେମ୍ବର,ଶନିବାର: ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇପାରେ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1

ମେଷ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ପରିବାର ସହ ଖୁସିରେ ଦିନଟି ବିତାଇବେ। କୌଣସି ପୁରୁଣା ବନ୍ଧୁଙ୍କ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ। ଜୀବନସାଥୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନ ପ୍ରସନ୍ନ ରହିବ।

କର୍କଟ: ପେଟରେ ଯନ୍ତ୍ରଣା ହୋଇପାରେ। ଏଥିପାଇଁ ଚିନ୍ତିତ ରହିପାରନ୍ତି। ଆୟଠାରୁ ବ୍ୟୟ ଅଧିକ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ସନ୍ତାନସନ୍ତତିଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଦିନଟି ଆପଣଙ୍କ ପାଇଁ ଅନୁକୂଳ ନୁହେଁ। କୌଣସି କଥା ନେଇ କାର୍ଯ୍ୟକ୍ଷେତ୍ରରେ ଝଗଡ଼ା ହୋଇପାରେ। ଏଥିପାଇଁ ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ନିଜ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତି ରହିବେ। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇପାରେ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ।

ବିଚ୍ଛା: ଦିନଟି ଭଲରେ କଟିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ଶୁଭ ସମାଚାର ମିଳିପାରେ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ଖାଦପେୟ ପ୍ରତି ଯତ୍ନବାନ ହୁଅନ୍ତୁ।

ମକର: ବ୍ୟବସାୟରେ ଅଧିକ ଲାଭ ହେବ। ଘରକୁ ଅତିଥି ଆସିପାରନ୍ତି। ପରିବାର ଲୋକଙ୍କ ସହିତ ବାହାରକୁ ବୁଲି ଯାଇପାରନ୍ତି।

କୁମ୍ଭ: ମନ ପ୍ରସନ୍ନ ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ନୂଆ ବସ୍ତ୍ର କିଣି ପାରନ୍ତି।

ମୀନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଆଜି ଯେକୌଣସି କାର୍ଯ୍ୟ କଲେ ସଫଳତା ପାଇବେ। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

 



from Odisha Reporter https://ift.tt/2PsmcAC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages