ନିଲାମ୍‌ ହେବ ୧୬ ଖଣି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 4, 2018

ନିଲାମ୍‌ ହେବ ୧୬ ଖଣି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୬ଟି ଖଣି ନିଲାମ ହେବ। ଏଥିରେ ୧୦ଟି ଲୁହାପଥର ଓ ୬ଟି ଅନ୍ୟ ଖଣି ରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ତରଫରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଆଜି ଏହି ସୂଚନା ଦେଇଛନ୍ତି ।

ସେ ଆହୁରି କହିଛନ୍ତି,“ମାର୍ଚ୍ଚ ସୁଦ୍ଧା ନିଲାମ କାର୍ଯ୍ୟ ପାଇଁ ରାଜ୍ୟ ସରକାର ଟାର୍ଗେଟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ଅନୁମତି ନିଆଯାଇ ନିଲାମ କରାଯିବ।”

ମନ୍ତ୍ରୀ କହିଛନ୍ତି,“ଖଣି ଦୁର୍ନୀତିରେ ଜରିମାନା ଦେଇ ନ ଥିବା ୬ଟି ଖଣିର ଲିଜ୍ ବାତିଲ୍ ହୋଇଛି। ୩୧ଟି ଖଣି ଜରିମାନା ଦେବାରେ ଖିଲାପ କରିଛନ୍ତି। ୨୫ଟି ଖଣି ମାଲିକ କୋର୍ଟରୁ ରହିତାଦେଶ ଆଣିଛନ୍ତି।”

p



from Odisha Reporter https://ift.tt/2zFq7VK

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages