ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 18, 2018

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

house

କେନ୍ଦୁଝର (ପ୍ରଣୟ ପାଣି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆନନ୍ଦପୁର ବ୍ୟାରେଜ୍‌ ଡିଭିଜନର ସହକାରୀ ଯନ୍ତ୍ରୀ ନନ୍ଦ କିଶୋର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ନନ୍ଦକିଶୋରଙ୍କ କେନ୍ଦୁଝର ସ୍ଥିତ ବାସଭବନ, ଆନନ୍ଦପୁର ଶାଳପଡ଼ା ସ୍ଥିତ ସରକାରୀ ବାସଭବନ ଓ କାର୍ଯ୍ୟାଳୟ ଏବଂ ଘଷିପୁର ସ୍ଥିତ ପୈତୃକ ଘରେ ଏକାକାଳୀନ ଚଢ଼ାଉ କରାଯାଇଛି।

କେନ୍ଦୁଝର ଭିଜିଲାନ୍ସ ଡିଏସପିଙ୍କ ନେତୃତ୍ୱରେ ୪ଟି ଟିମ୍ ଏହି ଚଢ଼ାଉ କରିଛି।



from Odisha Reporter https://ift.tt/2PN7Ef8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages