୧୭ ଡିସେମ୍ୱର, ସୋମବାର: ଦ୍ୱନ୍ଦ୍ୱରେ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 16, 2018

୧୭ ଡିସେମ୍ୱର, ସୋମବାର: ଦ୍ୱନ୍ଦ୍ୱରେ ରହିବେ

Rasi-Fala

ମେଷ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ଖର୍ଚ୍ଚ ବଢ଼ିବ।

ବୃଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ପରିବାରରେ ହସଖୁସିର ବାତାବରଣ ରହିବ।

ମିଥୁନ: ମନ ପ୍ରଫୁଲ୍ଲିତ ରହିବ। ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ  ରହିଛି।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଣୁଣିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ:  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ନୂତନ ପୋଷାକ କିଣି ପାରନ୍ତି। ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ବିଚ୍ଛା:ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ଧନୁ:ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି।

 କୁମ୍ଭ: ଦ୍ୱନ୍ଦ୍ୱରେ ରହିବେ। କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମନରେ ଏକାଗ୍ରତ ରହିବ ନାହିଁ।

 ମୀନ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।



from Odisha Reporter https://ift.tt/2rDDHo2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages