୧୩ ଡିସେମ୍ୱର,ଗୁରୁବାର: ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, December 12, 2018

୧୩ ଡିସେମ୍ୱର,ଗୁରୁବାର: ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ

Rasi-Fala

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ଆୟ ବୃଦ୍ଧି ହେବ।

ବୃଷ:  ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଧୈର୍ଯ୍ୟ ରଖନ୍ତୁ। ପଦୋନ୍ନତିର ଯୋଗ ରହିଛି।

ମିଥୁନ:ଖାଦ୍ୟପେୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଯାନବାହନ ଦୁର୍ଘଟଣାର ଯୋଗ ରହିଛି ସତର୍କ ରୁହନ୍ତୁ।

ସିଂହ: ଅଧିକ ପରିଶ୍ରମ କରିବେ। ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି।

କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ଉନ୍ନତି କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା:ମାଲିମକଦ୍ଦମାରେ ବିଜୟୀ ହେବେ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ମଧୁର ରହିବ। ମନ ବିଚଳିତ ରହିବ।

ଧନୁ: କଥା ଉପରେ ଧ୍ୟାନ ରଖନ୍ତୁ। ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ଅଟକି ରହଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ପରିବାରରେ ହସଖୁସିର ବାତାବରଣ ରହିବ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଇଶ୍ୱରଙ୍କୁ ଆରାଧନା କରିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମୀନ:ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।



from Odisha Reporter https://ift.tt/2BcYiEf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages