୧୧ ଡିସେମ୍ୱର, ମଙ୍ଗଳବାର:ଭାଗ୍ୟ ବୃଦ୍ଧି ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 10, 2018

୧୧ ଡିସେମ୍ୱର, ମଙ୍ଗଳବାର:ଭାଗ୍ୟ ବୃଦ୍ଧି ହେବ

Rasi-Fala

ମେଷ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

କର୍କଟ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି  ଆକର୍ଷିତ ହୋଇପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। କାର୍ଯ୍ୟକ୍ଷେତ୍ରରେ ବ୍ୟସ୍ତ ରହିବେ।

କନ୍ୟା: ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।

ତୁଳା: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ଭାଗ୍ୟ ବୃଦ୍ଧି ହେବ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ପରିବାରରେ ହସ ଖୁସିର ବତାବରଣ ରହିବ।  ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମନ ପ୍ରଫୁଲ୍ଲିତ ରହିବ।

ମକର:  ପୂଜା ପାଠରେ ସମୟ ବିତାଇବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କୁମ୍ଭ: ଋଣ ଦିଅନ୍ତୁ ନାହିଁ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।



from Odisha Reporter https://ift.tt/2C2GugI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages