୨୬ ଡିସେମ୍ବର, ବୁଧବାର: ମୁଣ୍ଡରେ ଯନ୍ତ୍ରଣା ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 25, 2018

୨୬ ଡିସେମ୍ବର, ବୁଧବାର: ମୁଣ୍ଡରେ ଯନ୍ତ୍ରଣା ହୋଇପାରେ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-7

ମେଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମୁଣ୍ଡରେ ଯନ୍ତ୍ରଣା ହୋଇପାରେ।

ବୃଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସହଯୋଗ ମିଳିବ।

ମିଥୁନ: ପରିବାର ସଦସ୍ୟଙ୍କ ସହ ଲାଗି ରହିଥିବା ବିବାଦର ଆଜି ସମାଧାନ ହୋଇପାରେ। ଘରକୁ ଅତିଥି ଆସିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କର୍କଟ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମା’ର ଯତ୍ନ ନିଅନ୍ତୁ।

ସିଂହ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକସ୍ଥିତି ସ୍ୱଚ୍ଛଳ ରହିବ।

କନ୍ୟା: ଧନପ୍ରାପ୍ତି ଯୋଗ ରହିଛି। ଅଟକି ରହିଥିବା କାମ ଆଜି ପୂରା ହୋଇପାରେ। ନୂଆ କାମ ଆରମ୍ଭ କରିପାରନ୍ତି। ଗରିବ ଲୋକଙ୍କୁ ଦାନ କରନ୍ତୁ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ ପୋଷାକ କିଣିପାରନ୍ତି।

ବିଚ୍ଛା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଯାନବାହାନ ସୁଖ ମିଳିବ। ବନ୍ଧୁଙ୍କ ସହ ଦେଖାହୋଇପାରେ।

ଧନୁ: ମନ ବିଚଳିତ ରହିବ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଶରୀରରେ ଯନ୍ତ୍ରଣା ହୋଇପାରେ ।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ଆୟ ଅନୁସାରେ ବ୍ୟୟ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମାନ-ସମ୍ମାନ ବଢ଼ିବ। ଉପହାର ମିଳିପାରେ ।

ମୀନ: ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ମା’ଙ୍କ ଆର୍ଶୀବାଦ ମିଳିବ। କୌଣସି ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।



from Odisha Reporter http://bit.ly/2VabKlq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages