ଶ୍ରୀଜଗନ୍ନାଥ ସେନାର ଆବେଦନ ଗ୍ରହଣ କଲେନି ସୁପ୍ରିମକୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 3, 2018

ଶ୍ରୀଜଗନ୍ନାଥ ସେନାର ଆବେଦନ ଗ୍ରହଣ କଲେନି ସୁପ୍ରିମକୋର୍ଟ

supremecourt

ପୁରୀ(ଓଡ଼ିଶା ରିପୋର୍ଟର): ସୁପ୍ରିମକୋର୍ଟରେ ଶ୍ରୀଜଗନ୍ନାଥ ସେନାର ଆବେଦନ ଖାରଜ ହୋଇଛି। ପୁଲିସ୍‌ ଜୋତା ପିନ୍ଧି ଓ ଅସ୍ତ୍ରଶସ୍ତ୍ର ଧରି ଶ୍ରୀମନ୍ଦିର ଭିତରେ ପ୍ରବେଶ ଅଭିଯୋଗର ସିବିଆଇ ତଦନ୍ତ କରିବାକୁ ଦାବି କରି ରିଟ୍ ପିଟିସନ ଦାଖଲ କରିଥିଲା ଶ୍ରୀଜଗନ୍ନାଥ ସେନା।

ଅକ୍ଟୋବର ୩ ତାରିଖରେ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ବିରୋଧ କରି ପୁରୀ ବନ୍ଦ ଡାକରା ଦେଇଥିଲା ଜଗନ୍ନାଥ ସେନା। ସେହି ସମୟରେ ପ୍ରବଳ ହିଂସାକାଣ୍ଡ ହୋଇଥିଲା। ଏହି ଗଣ୍ଡଗୋଳ ସମୟରେ ପୁଲିସ୍‌ ଜୋତା ପିନ୍ଧି ଓ ଅସ୍ତ୍ରଶସ୍ତ୍ର ନେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ଅଭିଯୋଗ ହୋଇଥିଲା। ଏହାର ସିବିଆଇ ତଦନ୍ତ ଦାବି କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଶ୍ରୀଜଗନ୍ନାଥ ସେନା। ଏହାକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ।



from Odisha Reporter https://ift.tt/2Rqa84t

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages