ବଜ୍ରକାପ୍ତା ଉଦ୍ଧାର, ୫ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 23, 2018

ବଜ୍ରକାପ୍ତା ଉଦ୍ଧାର, ୫ ଗିରଫ

bajrakapta

ଗୁଣପୁର (ଇନ୍ଦ୍ରଜିତ କୁମାର ପଣ୍ଡା): ଚୋରା ଚାଲାଣ ବେଳେ ରାୟଗ଼ଡ଼ା ଜିଲ୍ଲା ଗୁଣପୁର ବସ୍‌ଷ୍ଟାଣ୍ଡ ନିକଟରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ପୁଲିସ ଓ ବନ ବିଭାଗ ମିଳିତ ଭାବେ ଚଢ଼ଉ କରି ବଜ୍ରକାପ୍ତାଟିକୁ ଉଦ୍ଧାର କରିବା ସହ ୫ଜଣଙ୍କୁ ଗିରଫ କରିଛନ୍ତି।

ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି। ଗିରଫ ୩ ଯୁବକଙ୍କ ଘର ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରେ। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲଣ କରାଯାଇଛି।

ପଦ୍ମପୁରରୁ ଗୁଣପୁର ଦେଇ ବଜ୍ରକାପ୍ତାକୁ ଭୁବନେଶ୍ୱର ଚାଲାଣ କରାଯାଉଥିବା ପୁଲିସ ଜାଣିବାକୁ ପାଇଛି। ଏହି ରାକେଟରେ  ଆଉ କିଏକିଏ ସମ୍ପୃକ୍ତ ଅଛନ୍ତି, ତାହାର ତଦନ୍ତ କରାଯାଉଥିବା ପୁଲିସ୍‌ କହିଛି।



from Odisha Reporter http://bit.ly/2rQz4Hd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages