ଶୀତରେ ଥରୁଛି କନ୍ଧମାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 31, 2018

ଶୀତରେ ଥରୁଛି କନ୍ଧମାଳ

winter-123

କନ୍ଧମାଳ(ତ୍ରିନାଥ ସାହୁ): କିଛିଦିନ ହେବ କନ୍ଧମାଳ ଜିଲ୍ଲାରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ଶୀତ ସହିତ କୁହୁଡ଼ି ଯୋଗୁ ଜିଲ୍ଲାରେ ଜନଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ ହୋଇପଡ଼ିଛି। ତେବେ ଗତକାଲି ଅପେକ୍ଷା ଆଜି ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ଆଜି ଫୁଲବାଣୀରେ ତାପମାତ୍ରା ୪.୫ ଡିଗ୍ରୀ ଏବଂ ଦାରିଙ୍ଗବାଡ଼ିରେ ୪ ଡିଗ୍ରୀ ରହିଛି।

ଶୀତ ଯୋଗୁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କୁହୁଡ଼ିର ଆସ୍ତରଣ ପଡ଼ିଥିବା ଦେଖାଯାଉଛି। ଯାହାକି ତୁଷାରପାତର ଭ୍ରମ ସୃଷ୍ଟି କରୁଛି। ଗତକାଲି ଜିଲ୍ଲାର ସଦର ମହକୁମା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ଏବଂ ଦାରିଙ୍ଗବାଡ଼ିରେ ୨.୮ ସେଲସିୟସ ରହିଥିଲା।



from Odisha Reporter http://bit.ly/2SA0a1m

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages