ଆଇଏଏସ୍‌ ସ୍ତରରେ ଅଦଳବଦଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 24, 2018

ଆଇଏଏସ୍‌ ସ୍ତରରେ ଅଦଳବଦଳ

IAS

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଇଏଏସସ୍ତରରେ ରାଜ୍ୟ ସରକାର ଆଜି ଛୋଟ ଧରଣର ଅଦଳବଦଳ କରିଛନ୍ତି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ସଚିବ ଆଇଏଏସ ଡଃ ସିଏସ କୁମାରଙ୍କୁ ରାଜ୍ୟ ପଣ୍ୟାଗାର ନିଗମ ଅଧ୍ୟକ୍ଷ ଭାବେ ବଦଳି କରାଯାଇଛି ।ଅବକାରୀ ସଚିବ ଆଇଏଏସ୍ ନିକୁଞ୍ଜ ବିହାରୀ ଧଳଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସଚିବ ଭାବେ ବଦଳି କରାଯାଇଛି ।ଅତିରିକ୍ତ ଭାବେ ସେ ଅବକାରୀ ସଚିବ ଦାୟିତ୍ୱ ତୁଲାଇବେ ।କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସ୍ୱତନ୍ତ୍ର ସଚିବ ଆଇଏଏସ୍ ଭାସ୍କରଜ୍ୟୋତି ଶର୍ମାଙ୍କୁ ବିଜ୍ଞାନ ଓ ପ୍ରଯୁକ୍ତବିଦ୍ୟା ବିଭାଗ ସଚିବ ଭାବେ ବଦଳି କରାଯାଇଛି ।



from Odisha Reporter http://bit.ly/2Cw0icl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages