ହାତୀ ଦେଖିବାକୁ ଯିବା କାଳ ହେଲା, ଟ୍ରକ୍‌ ଓଲଟି ୨ ମୃତ, ୧୦ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 22, 2018

ହାତୀ ଦେଖିବାକୁ ଯିବା କାଳ ହେଲା, ଟ୍ରକ୍‌ ଓଲଟି ୨ ମୃତ, ୧୦ ଗୁରୁତର

Mkg

ସମ୍ବଲପୁର (ଓଡ଼ିଶା ରିପୋର୍ଟର): ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଗୁରୁତର ଅହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାଟି ହିରୋ ଗାଁ ନିକଟରେ ଘଟିଛି।

ସୂଚନା ଅନୁସାରେ ଏକ ମିନି ଟ୍ରକ୍‌ରେ ୩୦ରୁ ଊର୍ଦ୍ଧ୍ୱ ମହିଳା, ପୁରୁଷ ଓ ଛୋଟ ପିଲା ଏକ ଅସୁସ୍ଥ ଦନ୍ତାହାତୀକୁ ଦେଖିବାକୁ ଯାଉଥିଲେ। ଏହି ସମୟରେ ହିରୋ ଗାଁ ନିକଟରେ କୌଣସି କାରଣରୁ ମିନି ଟ୍ରକ୍‌ଟି ଓଲଟି ପଡ଼ିଥିଲା।

ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇନାହିଁ। ଘଟଣା ସ୍ଥଳରେ ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from Odisha Reporter http://bit.ly/2SZTzNo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages