ଜଷ୍ଟିସ୍‌ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗ ସଦସ୍ୟ ନିଯୁକ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 23, 2018

ଜଷ୍ଟିସ୍‌ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗ ସଦସ୍ୟ ନିଯୁକ୍ତି

justice

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଜଷ୍ଟିସ ରଘୁବୀର ଦାଶ ଓଡ଼ିଶା ମାନବାଧିକାର ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ପାଇଲେ। ଜଷ୍ଟିସ ଦାଶ ଓଡ଼ିଶା ହାଇକୋର୍ଟରେ ବିଚାରପତି ଥିଲେ।

ରାଜ୍ୟପାଳ ଗଣେଷୀ ଲାଲ ତାଙ୍କୁ ମାନବାଧିକାର କମିଶନଙ୍କ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଆଜି ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟ ମାନବାଧିକାର ଆୟୋଗ ଅଧ୍ୟକ୍ଷ ଥିବା ଜଷ୍ଟିସ ବୀରକିଶୋର ଦାସଙ୍କ କାର୍ଯ୍ୟକାଳ ଗତ ଅଗଷ୍ଟ ୧୫ ତାରିଖରୁ ଶେଷ ହୋଇଥିବା ବେଳେ ଆୟୋଗର ଅଧ୍ୟକ୍ଷ ଓ ସଦସ୍ୟ ପଦ ଏ ଯାଏଁ ଖାଲି ପଡ଼ିଥିଲା ତେବେ ଉଭୟ ପଦବୀକୁ ଶୀଘ୍ର ପୂରଣ କରିବା ଲାଗି ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳଙ୍କୁ ନାଁ ସୁପାରିସ କରାଯାଇଥିଲା।



from Odisha Reporter http://bit.ly/2CvD71W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages