ଖୋର୍ଦ୍ଧା: ପୂର୍ବ ଶତ୍ରୁତାରୁ ଘର ଉପରକୁ ବୋମା ମାଡ଼  - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 30, 2018

ଖୋର୍ଦ୍ଧା: ପୂର୍ବ ଶତ୍ରୁତାରୁ ଘର ଉପରକୁ ବୋମା ମାଡ଼ 

khordha

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର); ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗର ୧୮ ନମ୍ବର ୱାର୍ଡରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଛି। ଗତକାଲି ରାତିରେ ଦୁର୍ବୃତ୍ତମାନେ ପ୍ରକାଶ ରାଉତରାୟଙ୍କ ଘର ଉପରକୁ ୩ଟି ବୋମା ଫିଙ୍ଗିଛନ୍ତି।

ଏନେଇ ଟାଉନ ଥାନାରେ ଅଭିଯୋଗ କରିଛନ୍ତି ପ୍ରକାଶ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଚଳାଇଛି।

ପୂର୍ବରୁ ମଧ୍ୟ ତାଙ୍କ ବାଜପୁର ଘର ଉପରେ ଓ ପାହାଡ଼ରେ ଥିବା ପୋକଲେନ ମେସିନ ଉପରେ ବୋମା ମାଡ଼ ହୋଇଥିଲା।



from Odisha Reporter http://bit.ly/2QZiLXy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages