ଭୁବନେଶ୍ୱରରେ ଆରଏସ୍ଏସ୍ ମୁଖ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, December 15, 2018

ଭୁବନେଶ୍ୱରରେ ଆରଏସ୍ଏସ୍ ମୁଖ୍ୟ

RSS Vijay Dashmi function

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ଡ. ମୋହନରାଓ ଭାଗବତ। ସେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ତାଙ୍କର କେବଳ ସାଙ୍ଗଠନିକ ପ୍ରବାସ ବୋଲି ଆର୍‌ଏସ୍‌ଏସ୍‌ ପକ୍ଷରୁ କୁହାଯାଇଛି ।

ସାଂଗଠନ ଦୃଢୀକରଣ, ବିସ୍ତାର ଓ କାର୍ଯ୍ୟକର୍ତ୍ତା ନିର୍ମାଣ ଉପରେ ସେ ବିଶେଷ ଧ୍ୟାନ ଦେବେ। ଭୁବନେଶ୍ୱରରେ ଆୟୋଜିତ କାର୍ଯ୍ୟକ୍ରମରେ ବଙ୍ଗଳା ଓ ଓଡ଼ିଶାର କ୍ଷେତ୍ର ବୈଠକ ହେଉଛି। ଏଥିରେ ପ୍ରାନ୍ତୀୟ କାର୍ଯ୍ୟକର୍ତ୍ତା ଓ କ୍ଷେତ୍ରୀୟ କାର୍ଯ୍ୟକର୍ତ୍ତାମାନେ ଯୋଗଦେଇଛନ୍ତି। ଏହି ଅବସରରେ ଶ୍ରୀ ଭାଗବତଙ୍କର କୌଣସି ସର୍ବସାଧାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ନାହିଁ ବୋଲି ସଂଘର ପ୍ରାନ୍ତ ପ୍ରଚାର ପ୍ରମୁଖ ରବି ନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି।



from Odisha Reporter https://ift.tt/2Ez977q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages