ପତାକା ବାନ୍ଧିବା ବେଳେ ଲାଗିଗଲା ବିଦ୍ୟୁତ୍ ତାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, December 23, 2018

ପତାକା ବାନ୍ଧିବା ବେଳେ ଲାଗିଗଲା ବିଦ୍ୟୁତ୍ ତାର

dead

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ପତାକା ବାନ୍ଧୁ ଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏ ଦୁଃଖଦ ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଅଳନ୍ଦାସାରଗାଁ ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିମୁଣ୍ଡା ଗାଁରେ। ମୃତକଙ୍କ ନାଁ ଅକ୍ଷୟ ଜେନା। ସେ ସେଇ ଗାଁର ପିଲା।

ଗାଁରେ ଏକ ସଭାର ନିର୍ଦ୍ଦିଷ୍ଟ ଦଳର ସଭା ପାଇଁ ଅକ୍ଷୟ ଦଳୀୟ ପତାକା ବାନ୍ଧୁଥିବା ବେଳେ ଏହି ଅଘଟଣ ଘଟିଥିଲା।

ସବିଶେଷ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter http://bit.ly/2GFtx0y

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages