ସମୁଦ୍ରରେ ବୁଡ଼ି ଗଲେ ଛାତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 17, 2018

ସମୁଦ୍ରରେ ବୁଡ଼ି ଗଲେ ଛାତ୍ର

rttt7888

ପୁରୀ (ପ୍ରଦୀପ ମହାନ୍ତି): ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଇ ଜଣେ ଛାତ୍ର ନିଖୋଜ ହୋଇଯାଇଛନ୍ତି। ତାଙ୍କ ନାଁ କ୍ରିଷ୍ଣା କୁମାର। ତାଙ୍କ ଘର ଝାଡ଼ଖଣ୍ଡ ରାଞ୍ଚିରେ ବୋଲି ଜଣାପଡ଼ିଛି।

ହଲିଡେ ରିସୋର୍ଟ ନିକଟରେ ସାଙ୍ଗମାନଙ୍କ ସହ ଗାଧୋଇବା ବେଳେ କ୍ରିଷ୍ଣା ଭାସି ଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି।

ଗତକାଲି କ୍ରିଷ୍ଣା ସାଙ୍ଗମାନଙ୍କ ସହ ପୁରୀ ବୁଲିବାକୁ ଆସିଥିଲେ। ଆଜି ପ୍ରାୟ ସାଢ଼େ ୯ଟା ସମୟରେ ସାଙ୍ଗମାନଙ୍କ ସହ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ।



from Odisha Reporter https://ift.tt/2EqzPyq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages