ASO ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି: OPSC କାର୍ଯ୍ୟଳୟ ଘେରିଲେ ପରୀକ୍ଷାର୍ଥୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 3, 2019

ASO ପରୀକ୍ଷା ତାରିଖ ଘୁଞ୍ଚାଇବାକୁ ଦାବି: OPSC କାର୍ଯ୍ୟଳୟ ଘେରିଲେ ପରୀକ୍ଷାର୍ଥୀ

ASO

କଟକ (ଓଡ଼ିଶା ରିପୋର୍ଟର): ଆସନ୍ତା ୨୦ ତାରିଖରେ ହେବାକୁ ଥିବା ସଚିବାଳୟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର (ASO) ପରୀକ୍ଷାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ଦିନ ଅନ୍ୟ ୩ଟି କେନ୍ଦ୍ରୀୟ ପରୀକ୍ଷା ପଡୁଥିବାରୁ ASO ପରୀକ୍ଷାକୁ ଘୁଞ୍ଚାଇବା ଦାବି କରିଛନ୍ତି ପରୀକ୍ଷାର୍ଥୀ। ଏ ନେଇ ବହୁ ସଂଖ୍ୟାରେ ଚାକିରି ଆଶାୟୀ ଆଜି କଟକ ସ୍ଥିତ OPSC କାର୍ଯ୍ୟାଳୟ ଘେରାଉ କରାଯିବା ସହ ଧାରଣା ଦେଇଛନ୍ତି।

ସେହିପରି ASO ପରୀକ୍ଷାକୁ ଅଫ୍ ଲାଇନ୍‌ରେ ନ କରି ଅନ୍‌ଲାଇନରେ କରିବାକୁ ଦାବି କରିଛନ୍ତି ପରୀକ୍ଷାର୍ଥୀ।  ପୂର୍ବରୁ ଗତ ଡିସେମ୍ବର ୨୩ ତାରିଖରେ ASO ପରୀକ୍ଷା ହେବାର ଥିଲା। ତେବେ OPSC କର୍ତ୍ତୃପକ୍ଷ ଏହାକୁ ଆସନ୍ତା ୨୦ ତାରିଖକୁ ଘୁଞ୍ଚାଇ ଦେଇଥିଲେ।

ଏ ନେଇ OPSC କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।



from Odisha Reporter http://bit.ly/2F2hQPb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages