ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 22, 2019

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ପୁରୀ (ଓଡ଼ିଶା ରିପୋର୍ଟର): ପୁରୀ ଚନ୍ଦନପୁର ଥାନା ଥେଣ୍ଟପୁରରେ ଜଣେ ଯୁବକଙ୍କୁ କିଛି ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରିଛନ୍ତି। ମୃତ ଯୁବକ ଜଣଙ୍କ ହେଲେ ଜୟକୃଷ୍ଣ ପ୍ରଧାନ।

ଆକ୍ରମଣ ପରେ ଜୟକୃଷ୍ଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କିଛିଦିନ ତଳେ ବାଇକ୍ ଦୁର୍ଘଟଣାରେ ଜୟକୃଷ୍ଣ ଓ ତାଙ୍କ ଭାଉଜ ଆହତ ହୋଇଥିଲେ। ଏ ଘଟଣାକୁ  ନେଇ ଜୟକୃଷ୍ଣ ଚନ୍ଦନପୁର ଥାନାରେ ବଡ଼ତେନ୍ତୁଳି-ଗେଡୁସାହିର ଜଣେ ଯୁବକଙ୍କ ନାଁରେ ଅଭିଯୋଗ କରିଥିଲେ। ଏହାକୁ ନେଇ ଆଜି ଜୟକୃଷ୍ଣଙ୍କୁ ତେନ୍ତୁଳିଆ ରାସ୍ତାରେ ଯାଉଥିବାବେଳେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।



from Odisha Reporter http://bit.ly/2RJnEEO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages