୩ ଜାନୁଆରୀ, ଗୁରୁବାର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 2, 2019

୩ ଜାନୁଆରୀ, ଗୁରୁବାର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ

Rasi-Fala

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରନ୍ତି।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଯଶକୀର୍ତ୍ତି ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଶରୀର ସୁସ୍ଥ ରହିବ। ଖର୍ଚ୍ଚ ବଢ଼ିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ମାନ-ସମ୍ମାନ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଉପହାର ମିଳିବ। ଅପରାହ୍ଣରେ ଶୁଭ ଖବର ଶୁଣି ପାରନ୍ତି। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ।

ଧନୁ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ବିବାହ ସ୍ଥିର ହୋଇପାରେ। ନିବେଶରୁ ଭଲ ଲାଭ ମିଳିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

କୁମ୍ଭ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

 ମୀନ: ମନ ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।



from Odisha Reporter http://bit.ly/2Rvn9NB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages