ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ହତ୍ୟା ଉଦ୍ୟମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 18, 2019

ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ହତ୍ୟା ଉଦ୍ୟମ

binika

ବିନିକା (ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ପାଲିପଡ଼ାରେ ପୂର୍ବ ଶତ୍ରୁତାରୁ ତଣ୍ଟି କାଟି ଜଣଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆହତ ଜଣକ ହେଲେ ରାଜକୁମାର ନାଗ।

ଘର ପାଖ ରମେଶ ଭୋଇ ଓ ତାଙ୍କ ପୁଅ ଆକାଶ, ରାଜକୁମାରଙ୍କ ଘରକୁ ଆସି ତାଙ୍କ ତଣ୍ଟି କାଟି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ରାଜକୁମାରଙ୍କୁ ରକ୍ଷା କରିବାକୁ ଯାଇ ତାଙ୍କ ଝିଅ ନିନା ନାଗ ମଧ୍ୟ ଆହତ ହୋଇଛନ୍ତି। ଉଭୟ ରାଜକୁମାର ଓ ନିନାଙ୍କୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।

ଘଟଣା ପରଠାରୁ ଅଭିଯୁକ୍ତ ବାପପୁଅ ଫେରାର ଥିବା ପୁଲିସ୍ କହିଛି।



from Odisha Reporter http://bit.ly/2RC3j3W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages