୧୬ ଜାନୁଆରୀ, ବୁଧବାର: ଧଳା ଚାଉଳ ଦାନ କରନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 15, 2019

୧୬ ଜାନୁଆରୀ, ବୁଧବାର: ଧଳା ଚାଉଳ ଦାନ କରନ୍ତୁ

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବୃଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିପାରନ୍ତି। କୌଣସି କାର୍ଯ୍ୟକରିବାକୁ ଇଚ୍ଛା ହେବ ନାହିଁ। ପେଟରେ ଯନ୍ତ୍ରଣା ହୋଇପାରେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ଘରେ ହସଖୁସିର ବାତାବରଣ ରହିବ। ଶରୀର ସୁସ୍ଥ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିପାରେ।

କର୍କଟ: ଚାକିରି କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଭିକାରୀଙ୍କୁ ଧଳା ଚାଉଳ ଦାନ କରନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆଜି ଦିନରେ କୌଣସି କାର୍ଯ୍ୟ କଲେ ଶୁଭଫଳ ମିଳିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ଆୟଠାରୁ ବ୍ୟୟ ଅଧିକ ହେବ। ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଗଣେଶଙ୍କୁ ପୂଜା କରନ୍ତୁ।

ତୁଳା: ଦିନଟି ଭଲରେ କଟିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ଧନୁ: ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କୁ ପରାସ୍ତ କରିବେ। ଭାଗ୍ୟବୃଦ୍ଧି ହେବ।

ମକର: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଆୟଠାରୁ ବ୍ୟୟ ଅଧିକ ହେବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପଦୋନ୍ନତିର ଯୋଗ ରହିଛି। କୌଣସି ଖୁସି ଖବର ଶୁଣିପାରନ୍ତି।

ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।



from Odisha Reporter http://bit.ly/2Mf1qEq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages