ତୀବ୍ର ହେବାରେ ଲାଗିଛି ସମନ ପଲିଟିକ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 30, 2019

ତୀବ୍ର ହେବାରେ ଲାଗିଛି ସମନ ପଲିଟିକ୍ସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ତୀବ୍ର ହେବାରେ ଲାଗିଛି ସମନ ପଲିଟିକ୍ସ। ଚିଟ୍‌ଫଣ୍ଡ ଠକେଇ ଅଭିଯୋଗରେ ଗତକାଲି ପ୍ରଥମେ ବିଜେଡି ନେତା ଅତନୁ ସବ୍ୟସାଚୀ ନାୟକ ଓ ଅରୁଣ ସାହୁଙ୍କୁ ସିବିଆଇ ସମନ ଖବର ପରେ ଛତ୍ରପୁର ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ପୋଲିସ ୨ଜଣ ବିଜେପି ନେତା ଗୋଲକ ମହାପାତ୍ର ଓ ଭୃଗୁ ବକ୍ସିପାତ୍ରଙ୍କୁ ନୋଟିସ୍ କରିଥିଲା।  ଏହାକୁ ନେଇ ଜୋର ଧରିଛି ରାଜନୈତିକ ବୟାନବାଜି ।

ନୋଟିସ୍ ପ୍ରସଙ୍ଗରେ ଟ୍ୱିଟ୍‌ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି ଦୁଇ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ର। ପ୍ରତିଶୋଧ ପରାୟଣ ହୋଇ ରାଜ୍ୟ ସରକାର ପୁଲିସକୁ ବ୍ୟବହାର କରୁଛନ୍ତି ବୋଲି ଭୃଗୁ ଲେଖିଥିବାବେଳେସତ୍ୟର ଜୟ ହେବ ବୋଲି ଆଶା ପ୍ରକାଶ କରିଛନ୍ତି ଗୋଲକ।

ତେଣେ ଏହି ପ୍ରସଙ୍ଗକୁ ବିଜେଡି ଓ ବିଜେପି ପରସ୍ପରକୁ ଦୋଷାରୋପ କରୁଥିବାବେଳେ ପିସିସି ସଭାପତି କହିଛନ୍ତି ନିର୍ବାଚନ ଆସିଲେ ସିବିଆଇ ତତ୍ପର ହୋଇପଡ଼େ।



from Odisha Reporter http://bit.ly/2HEIalo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages