୬ ଜାନୁଆରୀ, ରବିବାର: ହସଖୁସିରେ ସମୟ ବିତାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, January 5, 2019

୬ ଜାନୁଆରୀ, ରବିବାର: ହସଖୁସିରେ ସମୟ ବିତାଇବେ

Rasi-Fala-

ମେଷ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

ବୃଷ: ଶରୀର ଅସୁସ୍ଥ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମାନ-ସମ୍ମାନ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କର୍କଟ: ହସଖୁସିରେ ସମୟ ବିତାଇବେ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ସିଂହ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଶୁଭ ଖବର ଶୁଣିବେ। କୌଣସି ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାରର କୌଣସି ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଭାଗ୍ୟ ବୃଦ୍ଧି ହେବ। ଭାଇ-ଭଉଣୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ବିଚ୍ଛା: ଦିନଟି ଏତେ ଭଲରେ କଟିବ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।  ବିଦେଶରୁ ଶୁଭ ଖବର ଶୁଣିପାରନ୍ତି।

ମକର: ଧନପ୍ରାପ୍ତି ଯୋଗ ରହିଛି। ମାଲିମକଦ୍ଦମାରେ ବିଜୟୀ ହେବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ବଢ଼ିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

 



from Odisha Reporter http://bit.ly/2R8slrn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages