ଚଳନ୍ତା ଟ୍ରକରେ ଲାଗିଗଲା ନିଆଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 13, 2019

ଚଳନ୍ତା ଟ୍ରକରେ ଲାଗିଗଲା ନିଆଁ

accident

ଭଦ୍ରକ (ତପନ ସ୍ୱାଇଁ): ଭଦ୍ରକ ଗବସାହି ନିକଟରେ ଏକ ଚଳନ୍ତା ଟ୍ରକରେ ଅଗ୍ନିକାଣ୍ଡ ଘଟିଛି। ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ଟ୍ରକରେ ଥିବା ନଡ଼ାରେ ନିଆଁ ଲାଗି ଯାଇଥିଲା। ଏନେଇ ସ୍ଥାନୀୟ ଲୋକେ ଭଦ୍ରକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଟ୍ରକ୍‌ଟି ଭଦ୍ରକ ବ୍ଲକ ଅନ୍ତର୍ଗତ ଗେଲଟିଆ ଅଞ୍ଚଳରୁ ଏକ ନଡ଼ା ବୋଝେଇ ଟ୍ରକ ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଆସିକାକୁ ଯାଉଥିଲା।



from Odisha Reporter http://bit.ly/2QNdo9i

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages