‘ଓଟିଇଟି’ ପ୍ରଶ୍ନପତ୍ର ଲିକ୍‌! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, January 15, 2019

‘ଓଟିଇଟି’ ପ୍ରଶ୍ନପତ୍ର ଲିକ୍‌!

otet

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଆରମ୍ଭ ହୋଇଥିବା ଓଟିଇଟି (ଓଡ଼ିଶା ଟିଚର ଏଲିଜିବିଲିଟୀ ଟେଷ୍ଟ୍‌)ର ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି।

ପ୍ରଶ୍ନପତ୍ରର ଫଟୋ ସୋଶାଲ୍ ମିଡିଆରେ ଘୁରି ବୁଲୁଛି। ତେବେ ପରୀକ୍ଷାରେ ପଡ଼ିଥିବା ପ୍ରଶ୍ନ ସହିତ ଏସବୁ ପ୍ରଶ୍ନର ମେଳ ଖାଉଛି କି ନାହିଁ, ତାହା ସ୍ପଷ୍ଟ ହୋଇନାହିଁ। ବୋର୍ଡ କର୍ତ୍ତୃପକ୍ଷ ଏହାର ଯାଞ୍ଚ କରୁଛନ୍ତି।

ଆଜି ଦୁଇଟି ସିଟିଂରେ ଓଟିଇଟି ପରୀକ୍ଷା ହେଉଛି। ପ୍ରଥମ ସିଟିଂ ସକାଳ ସାଢ଼େ ୧୦ଟାରୁ ଆରମ୍ଭ ହୋଇଛି ଓ ଏହା ସାଢ଼େ ୧୨ଟା ପର୍ଯ୍ୟନ୍ତ ଚାଲିବ।

ଦ୍ୱିତୀୟ ସିଟିଂ ପରୀକ୍ଷା ଅପରାହ୍ନ ୨ଟାରୁ ସାଢ଼େ ୪ଟା ପର୍ଯ୍ୟନ୍ତ ହେବ।

ଏଥର ୧ ଲକ୍ଷ ୧୨ ହଜାର ପିଲା ଓଟିଇଟି ଦେଉଛନ୍ତି।



from Odisha Reporter http://bit.ly/2QQERXA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages